ବିଜେପି ନଦୀ ସୁରକ୍ଷା ସମିତି ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର

ବେଆଇନ ପାଣି ଓ ବାଲି ହରିଲୁଟ ପ୍ରତିବାଦରେ ବାଲେଶ୍ଵର ବିଜେପି ନଦୀ ସୁରକ୍ଷା ସମିତି ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଉପଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes