ବିଜେପି ପକ୍ଷରୁ ନିର୍ବାଚନମଣ୍ଡଳୀ ସ୍ତରୀୟ ଏସଏଚଜି ସମାବେଶ

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵିତୀୟ ପାଲିର ୩ ବର୍ଷ ଅର୍ଥାତ୍ ୮ ବର୍ଷ ଶାସନ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ଅନ୍ନପୂର୍ଣ୍ଣା ରେସିଡେନ୍ସି ଠାରେ ନିର୍ବାଚନମଣ୍ଡଳୀ ସ୍ତରୀୟ ଏସଏଚଜି ସମାବେଶ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ବିଭିନ୍ନ ଜନହିତକର ଓ ଲୋକାଭିମୁଖୀ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes