ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

ଭୁବନେଶ୍ବର କୁରାଙ୍ଗ ଶାସନରେ ଥିବା ଏକ ଘରୋଇ ରିସର୍ଟରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଚାଲିଛି।

ବୈଠକରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଓ କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ ଉପସ୍ଥିତ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes