ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ଶୋକ ପ୍ରକାଶ କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ଛାତ୍ରୀ ଆତ୍ମହତ୍ୟା ଘଟଣାରେ ଶୋକ ପ୍ରକାଶ କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ।

ଅକାଳ ବିୟୋଗରେ ମୁଁ ଅତ୍ୟନ୍ତ ଦୁଖିତ ଏବଂ ମର୍ମାହତ ତାଙ୍କ ଶୋକସନ୍ତପ୍ତ ପରିବାର କୁ ମୋର ସମବେଦନା ଜଣାଛନ୍ତି।ଏହାର ପୁଲିସ୍ ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବେ ବୋଲି ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes