ବିଜ୍ଞାନରେ ନୟାଗଡ଼ରେ ସର୍ବାଧିକ ୯୯.୧୧% ପାସ୍

+୨ ବିଜ୍ଞାନରେ ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି ୧୧୨୪ ଛାତ୍ରଛାତ୍ରୀ।

୩୯୩ଟି ଉଚ୍ଚ ମାଧ୍ୟମିକ ସ୍କୁଲର ଶତପ୍ରତିଶତ ପିଲା ପାସ୍ କରିଥିବା ବେଳେ
ନୟାଗଡ଼ରେ ସର୍ବାଧିକ ୯୯.୧୧%, କନ୍ଧମାଳରେ ସର୍ବନିମ୍ନ ୭୬.୮୧% ପାସ୍ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes