ବିଜ୍ଞାନ ବିଭାଗ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଅଧ୍ୟୟନ କରୁଥିବା ବିଜ୍ଞାନ ବିଭାଗ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କୁ ଆଜି କଲେଜ୍ ତରଫରୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଯୋଗଦେଇ ଛାତ୍ରଛାତ୍ରୀଙ୍କ କଲେଜ ପ୍ରତି ଅବଦାନ ଉପରେ ଆଲୋକପାତ କରିଥିଲେ ।ଏଥିରେ ସମସ୍ତ ଷ୍ଟାଫ ଓ ଅଧ୍ୟୟନରତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes