ବିଟେକ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ରେଳବାଇ କଲୋନୀରେ ଆଜି ଏକ ଘରୁ ଜଣେ ବିଟେକ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଘରେ ବାପା ମା ନଥିବା ବେଳେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଥିବା କୁହାଯାଉଛି l
ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes