ବିଡ଼ିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ରାଜ୍ୟପାଳଙ୍କୁ ଭେଟିଲା ବିଜେପି

ଦେବଗଡ଼ ବିଧାୟକଙ୍କ ଗିରଫ ପ୍ରତିବାଦରେ ଏବଂ ଘଟଣାରେ ବିଡ଼ିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଆଜି ମୋହନ ମାଝିଙ୍କ ନେତୃତ୍ୱରେ ବିଜେପି ବିଧାୟକ ମାନେ ରାଜ୍ୟପାଳଙ୍କୁ ଭେଟି ଫେରାଦ ହୋଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes