ବିଡିଓଙ୍କ ବଦଳି ଦାବିରେ ୧୨ ଘଣ୍ଟିଆ କୋଇଡା ବନ୍ଦ

ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ନେତୃତ୍ବରେ ସିପିଆଇଏମ୍‌ ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି।

ଖଣି ପରିବହନ ବନ୍ଦ ସହ ବ୍ଲକ ଏବଂ ତହସିଲ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରୁଛି ସିପିଆଇଏମ୍‌।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes