ବିଦାୟକାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ

ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଉପଖଣ୍ଡ ଉଦଳା ବ୍ଲକ ଶ୍ରୀ ଜଗନ୍ନାଥ ବିଦ୍ୟାପୀଠ ରଙ୍ଗାମାଟିଆ ଉଚ୍ଚ ବିଦ୍ୟାଳୟରେ ଆଜି ବିଦାୟକାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ ହୋଇଛି ।

ଉକ୍ତ ବିଦ୍ୟାଳୟର ଶିକ୍ଷକ ଶ୍ରୀଯୁକ୍ତ କାମିନିକାନ୍ତ ପାଣିଗ୍ରାହୀଙ୍କୁ ଆଜି ପୁଷ୍ପ ଗୁଚ୍ଛ, ଉତ୍ତରୀୟ, ମାନପତ୍ର ପ୍ରଦାନ କରାଯାଇଥିଲା । ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟା ଏବଂ ଅନ୍ୟ ଶିକ୍ଷକ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes