ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଗୈାରଚରଣ ସେଠୀଙ୍କ ସଭାପତିତ୍ବରେ ଆଜି ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା ।

ଏଥିରେ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀମାନେ ବିଦାୟ ସମ୍ବର୍ଦ୍ଧନା ଦେଇଥିବା ନେଇ ଶିକ୍ଷକ ମେଘନାଦ ଭୋଇ ସୂଚନା ଦେଇଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes