ଗଜପତି ଜିଲ୍ଲା କାଶୀନଗର ସହରରେ ଥିବା ମା’ ଜଲା ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ କ୍ରିଡ଼ା ପ୍ରତିଯୋଗିତାର ପୁରସ୍କାର ବିତରଣ ଉତ୍ସଵ ଅନୁଷ୍ଟିତ ହୋଇଛି।
ଆଜିର ପୁରସ୍କାର ବିତରଣ ଉତ୍ସବରେ ପ୍ରଧାନ ଶିକ୍ଷୟତ୍ରୀ ଏମ୍ ସରିତା ସଭାପତି ଆସନ ଅଳଙ୍କୃତ କରିଥିଲେ। ୮ମ ଶ୍ରେଣୀ ପିଲାଙ୍କୁ ଏହି ସନ୍ଦର୍ଭରେ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା।ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।