ବିଦ୍ୟାଳୟର ବାର୍ଷିକ ଉତ୍ସବରେ ପୁରସ୍କୃତ ହେଲେ କୃତୀ ପ୍ରତିଭା

କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ପାଟଣା ପ୍ରକଳ୍ପ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ସୋମବାର ପ୍ରଧାନ ଶିକ୍ଷକ କ୍ଷେତ୍ରମୋହନ ମହାନ୍ତ ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ହୋଇଛି ।

,ଶିକ୍ଷକ କମଳା କାନ୍ତ ପତି ବାର୍ଷିକ ବିବରଣୀ ପାଠ କରିଥିଲେ। କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ବି ଇ ଓ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାନ୍ତ,ମୁଖ୍ୟବକ୍ତା ଭାବେ ଅଜୟ କୁମାର ଦାଶ ,ସମ୍ମାନିତ ଅତିଥି ଭାବେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଦ୍ୟାଧର ଦାଶ, ସ୍ଥାନୀୟ ସରପଞ୍ଚ ବିନତି ବାନରା,ଏବିଓ ପ୍ରକାଶ କୁମାର ରାୟ ଓ ବିଜୟ କୁମାର ଓଝା ,ବିଦ୍ୟାଳୟ ସଭାପତି କଳ୍ପତରୁ କର ପ୍ରମୁଖ ଯୋg ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes