ବିଦ୍ୟୁତ ତାର ଲାଗି ପ୍ରଧାନଶିକ୍ଷୟିତ୍ରୀଙ୍କ ସମେତ ୨ ମୃତ

ଯାଜପୁର ଜିଲ୍ଲା ଟମକା ଥାନା ଜନିନ୍ଦାପାଳ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।

ଘରେ ଲୁଗା ଶୁଖାଇବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛି। ପ୍ରଧାନଶିକ୍ଷୟିତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଅନ୍ୟ ଜଣେ ମଧ୍ୟ ପ୍ରାଣ ହରାଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes