ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ମୃତ୍ୟୁ

ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ମନମୁଣ୍ଡା ଥାନା ଅନ୍ତର୍ଗତ ରାବିଡି ଗ୍ରାମର ଚାରି ଜଣ ଯୁବକ ଆଜି ନିକଟସ୍ଥ ଜୋରକୁ ମାଛ ମାରି ଯିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ପୃଥିରାଜ ମିଶ୍ର ଗୁରୁତର ଆହତ ହୋଇଥିଲେ।‌

ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ମନମୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।‌

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes