ବିଧାନସଭାରେ ଅର୍ଚ୍ଚନା ନାଗ ପ୍ରସଙ୍ଗ ଉଠାଇବ ବିଜେପି

ବିଜେପି ବିଧାନସଭାରେ ଅର୍ଚ୍ଚନା ନାଗ ପ୍ରସଙ୍ଗ ନିଶ୍ଚିତ ଉଠାଇବ ବୋଲି କହିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ।

ଅର୍ଚ୍ଚନା ନାଗ୍‌ର ନାଗପେଡ଼ି ଆଲୋଚନାକୁ ଆସିବ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes