ବିଧାନସଭାରେ ଉଠିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ପ୍ରସଙ୍ଗ

ଆଜି ବିଧାନସଭାରେ ଶୂନ୍ୟ କାଳରେ କଂଗ୍ରେସ ସଦସ୍ୟ ସନ୍ତୋଷ ସିଂ ସାଲୁଜା ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ପ୍ରସଙ୍ଗ ଉଠାଇ ଉଦବେଗ ପ୍ରକାଶ କରିବା ସହ ତୁରନ୍ତ ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଗୃହରେ ଉପସ୍ଥାପିତ କରିବାକୁ ବାଚସ୍ପତିଙ୍କ ରୁଲିଂ ଦାବି କରିଥିଲେ l
ରାଜ୍ୟ ସରକାର 11 ବର୍ଷରେ 24 ଟି କମିଶନ ବସାଇ କୋଟି କୋଟି ଟଙ୍କା ଖର୍ଚ୍ଚ କରିଥିବା ବେଳେ ଏ ପର୍ଯ୍ୟନ୍ତ ଆଠଟି କମିଶନର ରିପୋର୍ଟ ଦାଖଲ ହୋଇନଥିବା ସେ କହିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version