ବିଧାନସଭାରେ ହଟଗୋଳ ଯୋଗୁଁ ଗୃହ ସାଢେ 11 ପର୍ଯ୍ୟନ୍ତ ମୁଲତବୀ

ଆଜି ବିଧାନସଭାରେ ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଉଭୟ ବିଜେପି ଓ କଂଗ୍ରେସ ଦଳର ବିଧାୟକ ମାନେ କଲେଜ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗରେ ହଟଗୋଳ କରିବାରୁ ବାଚସ୍ପତି ଗୃହ କାର୍ଯ୍ୟକୁ ସାଢେ 11 ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes