ବିଧାନସଭା ଅଧିବେଶନ ପୂର୍ବରୁ ସୁରକ୍ଷା ଯାଞ୍ଚ କଲା କମିଶନରେଟ୍ ପୁଲିସ

ସିପି, ଗୁଇନ୍ଦା ନିର୍ଦ୍ଦେଶକ, ଗୁଇନ୍ଦା ଡିଆଇଜି ଓ ଡିସିପି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି।

ବିଧାନସଭା ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ।
ଅଧିବେଶନ ବେଳେ ମୁତୟନ ୩୦ ପ୍ଲାଟୁନ ପୁଲିସ ଫୋର୍ସ ହେବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes