ବିଧାନସଭା ପରିସରରେ ବିଜୁବାବୁଙ୍କୁ ନବୀନଙ୍କ ଶ୍ରଦ୍ଧାଞ୍ଜଳି

ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପରିସରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି l

ଏହି ଅବସରରେ ରାଜ୍ୟର ପ୍ରଗତି ସହ ଲୋକଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ତାଙ୍କ ଅବଦାନ ବିଷୟରେ ସେ ସ୍ମୃତିଚାରଣ କରିଛନ୍ତି l ଏଥିରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଓ ଅନ୍ୟମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes