ବିଧାନସଭା ପରିସରରେ ମଧୁବାବୁଙ୍କ ୧୭୪ ତମ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମଧୁବାବୁଙ୍କ 174 ତମ ଜୟନ୍ତୀ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରମୁଖ ଯୋଗ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes