ଝାରସୁଗୁଡ଼ାରୁ ଅମିତା ବିଶ୍ବାଳ, ବଡସାହିରୁ କ୍ଷିରୋଦ ପାତ୍ର, ସୁକିନ୍ଦାରୁ ବିଭୁ ଭୂଷଣ ରାଉତ, କଣ୍ଟାମାଳରୁ ଶରତ ପ୍ରଧାନ, କଣ୍ଟାମାଳରୁ ଶରତ, କେନ୍ଦ୍ରାପଡ଼ାରୁ ସିପ୍ରା ମଲ୍ଲିକ, ରାଜନଗରରୁ ଅଶୋକ ପ୍ରତିହାରୀ, ମହାକାଳପଡ଼ାରୁ ଲୋକନାଥ ମହାରଥୀ, ପିପିଲିରୁ ଜ୍ଞାନରଂଜନ ପଟ୍ଟନାୟକ, ଜୟଦେବରୁ କୃଷ୍ଣ ସଗରିଆ ନିର୍ବାଚନ ଲଢ଼ିବେ।