ବିଧାନସଭା ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ; ନିମାପଡ଼ାରୁ ଲଢ଼ିବେ ସିଦ୍ଧାର୍ଥ ରାଉତରାୟ

ଝାରସୁଗୁଡ଼ାରୁ ଅମିତା ବିଶ୍ବାଳ, ବଡସାହିରୁ କ୍ଷିରୋଦ ପାତ୍ର, ସୁକିନ୍ଦାରୁ ବିଭୁ ଭୂଷଣ ରାଉତ, କଣ୍ଟାମାଳରୁ ଶରତ ପ୍ରଧାନ, କଣ୍ଟାମାଳରୁ ଶରତ, କେନ୍ଦ୍ରାପଡ଼ାରୁ ସିପ୍ରା ମଲ୍ଲିକ, ରାଜନଗରରୁ ଅଶୋକ ପ୍ରତିହାରୀ, ମହାକାଳପଡ଼ାରୁ ଲୋକନାଥ ମହାରଥୀ, ପିପିଲିରୁ ଜ୍ଞାନରଂଜନ ପଟ୍ଟନାୟକ, ଜୟଦେବରୁ କୃଷ୍ଣ ସଗରିଆ ନିର୍ବାଚନ ଲଢ଼ିବେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version