ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ସୋନପୁରରୁ ନିରଞ୍ଜନ ପୂଜାରୀ, ପାଟଣାଗଡ଼ରୁ ସରୋଜ ମେହର, ବଲାଙ୍ଗୀରରୁ କଳିକେଶ ସିଂଦେଓ, ଭବାନୀପାଟଣାରୁ ପୁଷ୍ପେନ୍ଦ୍ର ସିଂଦେଓ, ବାଙ୍କୀରୁ ଦେବୀ ରଂଜନ ତ୍ରିପାଠୀ, ପାଟକୁରାରୁ ଅରବିନ୍ଦ ମହାପାତ୍ର, ବିଷମକଟକରୁ ଜଗନ୍ନାଥ ସାରକା, ଗୁଣପୁରରୁ ରଘୁନାଥ ଗମାଙ୍ଗ, ରାୟଗଡ଼ାରୁ ଅନସୂୟା ମାଝୀ, ବରଗଡ଼ରୁ ଦେବେଶ ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି ବିଜେଡି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes