ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ

ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଆଜି ଶେଷ ହୋଇଥିବାରୁ ବାଚସ୍ପତି ଗୃହକୁ ଆସନ୍ତା 13 ତାରିଖ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି l
ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଆସନ୍ତା 13 ତାରିଖରୁ ଅଗଷ୍ଟ 4 ତାରିଖ ପର୍ଯ୍ୟନ୍ତ ଚାଲିବ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes