ଆଜି ବିଧାନସଭା ଷ୍ଟାଣ୍ଡିଂ କମିଟିର ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପାଲି ଗ୍ରାମକୁ ପରିଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।
କମିଟିର ଅଧ୍ୟକ୍ଷ ନରସିଂହ ମିଶ୍ର, ମହୀଧର ରଣା ପ୍ରଦୀପ କିଶାରୀଙ୍କ ସହ ଜିଲ୍ଲା ପରିଷଦ ସଭ୍ୟ ଲବ କୁମାର ସାହୁ, ବ୍ଳକ ଉପାଧ୍ୟକ୍ଷ ନାରାୟଣ ଲୁହା ପ୍ରମୁଖ ଉପସ୍ଥିତ ଥିଲେ।