ବିଧାୟକଙ୍କ ଗାଡ଼ିକୁ ଆକ୍ରମଣ ଘଟଣାରେ ବିଜେପିର ବିକ୍ଷୋଭ

ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ିକୁ ଅଣ୍ଡାମାଡ଼ ଓ ବିଜେପି କର୍ମୀଙ୍କୁ ଆକ୍ରମଣ ଘଟଣାରେ ବଲାଙ୍ଗିର ଏସପିଙ୍କ କାର୍ଯ୍ୟାଳୟ ଆଗରେ ଜିଲ୍ଲା ବିଜେପି ବିକ୍ଷୋଭ କରିବା ସହ ଘଟଣାରେ ସମ୍ପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଗିରଫ ପାଇଁ ଦାବି କରିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes