ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟ ପଦ ରଦ୍ଦ ହୋଇଥିବା ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି l
କିଛି ଦିନ ତଳେ ଉଭୟେ ବିଜେଡ଼ି ଛାଡି ବିଜେପିରେ ଯୋଗ ଦେଇଥିବାରୁ ଦଳବଦଳ ନିୟମରେ ସେମାନଙ୍କ ସଭ୍ୟ ପଦ ରଦ୍ଦ ହୋଇଛି l
Credible Local News of Odisha