ବିଧାୟକ କ୍ୱାର୍ଟର୍ସ ପାଇଁ ଗଛକଟାକୁ ବିରୋଧ କରି ହାଇକୋର୍ଟରେ ମାମଲା

ଗଛ କାଟିବା ତୁରନ୍ତ ବନ୍ଦ କରିବାକୁ ହାଇକୋର୍ଟରେ ମାମଲା ଦାୟର କରିଛନ୍ତି ସମାଜସେବୀ ଜୟନ୍ତୀ ଦାସ।

କଟା ଯାଇଥିବା ଗଛ ପାଇଁ ଉପଯୁକ୍ତ କ୍ଷତିପୂରଣ ଦାବି କରିବା ସହ
ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମେତ ୧୦ ଜଣଙ୍କୁ ପକ୍ଷଭୁକ୍ତ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version