ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ

ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ।

ଚାର୍ଜସିଟରେ ୯ କୋଟି ୧୮ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସଂପତ୍ତି ରହିଛି।ଲୋକାୟୁକ୍ତଙ୍କ ଅନୁମତି ପରେ ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes