ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ସ୍ୱାସ୍ଥ୍ୟ ପରୀକ୍ଷା

ଆଜି ଖୋର୍ଦ୍ଧା ଜିଲ୍ଲା ଡାକ୍ତରଖାନାରେ ଏକ ପାଞ୍ଚ ଜଣିଆ ଡାକ୍ତରୀ ଟିମ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି l

ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏହି ସ୍ୱାସ୍ଥ୍ୟ ପରୀକ୍ଷା ହୋଇଛି l ସ୍ୱାସ୍ଥ୍ୟଗତ କାରଣରୁ ହାଇକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes