ବିଧାୟକ ମାନଙ୍କର ସ୍ୱାସ୍ଥ୍ୟ ବୀମା ବୃଦ୍ଧି

ଓଡିଶା ବିଧାନସଭାର ସଦସ୍ୟ/ସଦସ୍ୟା ଏବଂ ପୂର୍ବତନ ସଦସ୍ୟ /ସଦସ୍ୟାମାନଙ୍କ ନିମନ୍ତେ ସରକାରଙ୍କ ତରଫରୁ ସ୍ୱାସ୍ଥ୍ୟ ବୀମା ରାଶିକୁ 5 ଲକ୍ଷରୁ 10 ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes