ବିନା ଛୁଟିରେ ଅନୁପସ୍ଥିତ ଥିବା ୩୦ ଜଣଙ୍କ ମଧ୍ୟରୁ ୨୪ ଶିକ୍ଷକଙ୍କୁ କାର୍ଯ୍ୟାନ୍ତର କରିଛନ୍ତି ନବରଙ୍ଗପୁର ଜିଲ୍ଲାପାଳ।
ନବରଙ୍ଗପୁର ଜିଲ୍ଲାରେ ୨୦୧୦ ମସିହାରୁ ଆଜି ପର୍ଯ୍ୟନ୍ତ ଅର୍ଥାତ ଦୀର୍ଘ ୧୨ ବର୍ଷ ମଧ୍ୟରେ କାର୍ଯ୍ୟରେ ଅନୁପସ୍ଥିତ ରହିଥିବା ୨୪ ଜଣ ଶିକ୍ଷକଙ୍କୁ ଚାକିରିରୁ ବିଦା କରିଛନ୍ତି ଜିଲ୍ଲାପାଳ।