ବିନିକାରେ ବିଜେଡିର ପଦଯାତ୍ରା ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ପାଳନ କରିବା ସହ ରାଜ୍ୟରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମ ଉପରେ ଲୋକଙ୍କୁ ସଚେତନ ପାଇଁ ଆଜି ବିନିକା ସହରରେ ବିଜେଡ଼ି ତରଫରୁ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା

ଏଥିରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରାଙ୍କ ସମେତ ଶତାଧିକ ବିଜେଡ଼ି କର୍ମୀ ସାମିଲ ହୋଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes