ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ୫-ଟିରେ ଅନ୍ତର୍ଭୁକ୍ତ କରିବା ପାଇଁ ଦାବି

ସୁବର୍ଣ୍ଣପୁର ଜିଲ୍ଲା ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ୫-ଟିରେ ଅନ୍ତର୍ଭୁକ୍ତ କରିବା ପାଇଁ କଂଗ୍ରେସ ଦଳ ତରଫରୁ ଆଜି ବିନିକା ବ୍ଲକ କାର୍ଯ୍ୟାଳୟରେ ହୋଇଥିବା ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳଙ୍କ ଜରିଆରେ ୫-ଟି ସଚିବଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes