ବିନିକା ଡାକ୍ତରଖାନାର ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର

ବିନିକା ଡାକ୍ତରଖାନାର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଜି ବିନିକା ଏନଏସି ଉପାଧ୍ୟକ୍ଷ ତପସ୍ୱିନୀ ମେହେର ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଯାଇ ଜିଲ୍ଲାପାଳ ଅବୋଲି ସୁନୀଲ ନରୱନେଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes