ବିନିକା ରଥଯାତ୍ରା ଆୟୋଜନ ନେଇ ବୈଠକ

ବିନିକାରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଆୟୋଜନ ନେଇ ଆଜି ଅପରାହ୍ନ ୫ଟା ରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ଠାରେ ଏନ ଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀକର ରଥ,ଥାନା ଅଧିକାରୀ ପବିତ୍ର ସାହୁ,ଆଇନଜୀବୀ ସୁଧାଂଶୁ ଶେଖର ଦାଶ,ନଗର ସଭାପତି ସୋମନାଥ ମିଶ୍ରଙ୍କ ସମେତ ରଥଯାତ୍ରା ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ରହି ଆଗାମୀ ଦିନରେ ହେବାକୁ ଯାଉଥିବା ରଥଯାତ୍ରା ନେଇ ଆଲୋଚନା ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes