ବିନିକା ହାଇସ୍କୁଲ ଠାରେ ଓଷ୍ଟାର ପରିବର୍ଦ୍ଧିତ ବୈଠକ

ସୁବର୍ଣ୍ଣପୁର ଜିଲ୍ଲା ବିନିକା ହାଇସ୍କୁଲ ଠାରେ ଆଜି ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଜିଲ୍ଲା ଶାଖା ପକ୍ଷରୁ ପରିବର୍ଦ୍ଧିତ କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ସଂଘର କାର୍ଯ୍ୟକର୍ତ୍ତାମାନେ ଯୋଗଦେଇ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଥିଲେ ।ଶେଷରେ ସଂଘ ସମ୍ପାଦକ ସୁଶୀଲ ବିଶି ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes