ବିନୋଦ କାନୁନଗୋଙ୍କ ଜୟନ୍ତୀରେ ପୁସ୍ତକ ପ୍ରଦର୍ଶନୀ

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଜ୍ଞାନମଣ୍ଡଳର ପ୍ରଣେତା ଗାନ୍ଧିବାଦୀ ସ୍ବର୍ଗତ ବିନୋଦ କାନୁନଗୋଙ୍କ 110 ତମ ଜୟନ୍ତୀ ଅବସରରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ଠାରେ ଏକ ସ୍ୱତନ୍ତ୍ର ପୁସ୍ତକ ପ୍ରଦର୍ଶନୀ ଆୟୋଜିତ ହୋଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes