ବିପଦପୂର୍ଣ୍ଣ ବିଦ୍ୟୁତ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ ପାଇଁ ଦାବି

ସୋନପୁର ଜିଲ୍ଲା ବୀରମହାରାଜପୁର ଠାରୁ ସୁବଳୟା ମୁଖ୍ୟ ରାସ୍ତା ଚମ୍ପାପୁର ଠାରେ ମୁକୁଲା ଭାବରେ ପଡ଼ିରହିଛି ବିଦ୍ୟୁତ ଟ୍ରାନ୍ସଫର୍ମର।

ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଜନସାଧାରଣ ଦାବି କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes