ବିଭାଗୀୟ କାର୍ଯ୍ୟର ସମୀକ୍ଷା କଲେ କୃଷି ମନ୍ତ୍ରୀ

ଓଡ଼ିଶାରେ କୃଷିର ସାମଗ୍ରିକ ବିକାଶ ପାଇଁ ପ୍ରଚେଷ୍ଟା ଜାରି ରହିବ ବୋଲି ଆଜି ବିଭାଗୀୟ କାର୍ଯ୍ୟର ସମୀକ୍ଷା ଅବସରରେ କହିଛନ୍ତି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version