ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭ ଉଦଘାଟନ

ଢେଙ୍କାନାଳ ଜିଲ୍ଲା ଭୁବନ ଏନଏସି ଠାରେ ଆଜି ୨ କୋଟି ୭୫ ଲକ୍ଷ ଟଙ୍କାର ବ୍ୟୟବରାଦରେ ନିର୍ମିତ ହୋଇଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭ ଉଦଘାଟନ କରିଛନ୍ତି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ।

ଏହି ସମୟରେ ସାଂସଦ ଶ୍ରୀଯୁକ୍ତ ମହେଶ ସାହୁ ଓ ନଗରପାଳ ଶୁଭେନ୍ଦୁ ସାହୁ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes