ବିଭିନ୍ନ ସମସ୍ୟା ନେଇ ବିନିକା ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ସୁବର୍ଣ୍ଣପୁର ଜିଲ୍ଲା ବିନିକା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆଜି ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଙ୍ଘ ବିନିକା ବ୍ଲକ, ସଭାପତି ଶଶାଙ୍କ ଶେଖର ପଣ୍ଡାଙ୍କ ସଭାପତିତ୍ୱରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା l

ଏ ବୈଠକରେ ବ୍ଲକରେ କାର୍ଯ୍ୟରତ ଶିକ୍ଷକମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇ ସ୍ଥାନୀୟ ବିଇଓଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes