ବିରୋଧୀଦଳ ନେତାଙ୍କୁ ଭେଟିଲେ ବିଧାୟକ ବିଜୟଶଙ୍କର ଦାସଙ୍କ ବାନ୍ଧବୀ

ବିଧାୟକ ବିଜୟଶଙ୍କର ଦେଇଥିବା ନିର୍ଯାତନା ନେଇ ବିରୋଧୀଦଳ ନେତା ଜୟନାରାୟଣଙ୍କ ନିକଟରେ ଫେରାଦ ହୋଇଛନ୍ତି ବାନ୍ଧବୀ ସୋମାଲିକା ଦାଶ।

ବିରୋଧୀଦଳ ନେତାଙ୍କୁ ଭେଟିଲା ପରେ ସୋମାଲିକା କହିଛନ୍ତି, ବିଧାନସଭାରେ ପ୍ରସଙ୍ଗ ଉଠାଇବା ପାଇଁ ଅନୁରୋଧ କରିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes