ବିଲେଇମୁଣ୍ଡା ଛତାବର ନିକଟରେ ଦୁର୍ଘଟଣା, ୩ ମୃତ

ଟ୍ରଲର ଧକ୍କାରେ ଏକ ସଂସ୍ଥାର ୨ କର୍ମଚାରୀଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲ୍ଲା ବିଲେଇମୁଣ୍ଡା ଛତାବର ନିକଟରେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣା ଘଟାଇବା ପରେ ଘଟଣା ସ୍ଥଳରେ ଟ୍ରଲର ଓଲଟି ପଡ଼ିଛି। ଟାୟାର ଚୋରି କରୁଥିବା ଲୁଟେରାଙ୍କୁ ଧରିବାକୁ ଯାଇ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes