ବିଶିଷ୍ଟ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ

ଦୀର୍ଘ ଦିନ ଧରି ଅସୁସ୍ଥ ରହି ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କର ଆଜି ପରଲୋକ ହୋଇଯାଇଥିବା ତାଙ୍କ ପରିବାର ପକ୍ଷରୁ କୁହାଯାଇଛି l ଆସନ୍ତାକାଲି ପୁରୀରେ ତାଙ୍କର ଶେଷକୃତ୍ୟ ହେବ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes