ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ଉଦଘାଟିତ

ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଗୁଡିଆନାଳି ସ୍ଥିତ ମହାଲକ୍ଷ୍ମୀ ପୂଜା ପ୍ରତିଷ୍ଠାନ ତରଫରୁ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ଉଦଘାଟିତ ହୋଇଛି।

ଏହି ବିଶୁଦ୍ଧ ଥଣ୍ଡା ପାନୀୟ ଜଳକୁ ବିଧାୟକ ସୁଧିର କୁମାର ସାମଲ ଉଦଘାଟନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes