ବିଶୁଦ୍ଧ ପାନୀୟ ଜଳଯୋଗାଣ ପାଇଁ ଅର୍ଥ ମଞ୍ଜୁରୀ

ବଲାଙ୍ଗିର ଜିଲ୍ଲାରେ  ଗ୍ରାମାଚଂଳରେ ବସବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇଦେବା  ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ   ୪୨୩ ୩ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦିତ କରିଥିବାରୁ ଜଳସମ୍ପଦ,ପରିବହନ ଓ ବାଣିଜ୍ୟ ମନ୍ତ୍ରୀ,ଟୁକୁନୀ ସାହୁ,ଆଜି ବଲାଙ୍ଗିର ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes