ବିଶ୍ବସ୍ତରୀୟ ହେବ ଭୁବନେଶ୍ବର ରେଳ ଷ୍ଟେସନ : ରେଳ ମନ୍ତ୍ରୀ

ଭୁବନେଶ୍ବର ରେଳ ଷ୍ଟେସନ ବିଶ୍ବସ୍ତରୀୟ ହେବା ନେଇ ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ।

ପ୍ଲାନିଂ,ଡିଜାଇନ ସହ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି । ଖୁବ ଶୀଘ୍ର ଭୂମି ପୂଜନ ହୋଇ କାମ ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes