ବିଶ୍ଵ ଜନସଂଖ୍ୟା ଦିବସ ଅବସରରେ ପୁରସ୍କାର ବଣ୍ଟନ

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ବିଶ୍ଵ ଜନସଂଖ୍ୟା ଦିବସ ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ ଆଶାଦିଦିମାନଙ୍କୁ ପୁରସ୍କାର ବଣ୍ଟନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes